3ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି।
4ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି; ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ୱଜା ସ୍ଥାପନ କରିଅଛନ୍ତି।
5ନିବିଡ଼ ଅରଣ୍ୟରେ କୁହ୍ରାଡ଼ି ଉଠାଇବା ଲୋକମାନଙ୍କ ପରି ସେମାନେ ଦେଖା ଗଲେ।
6ପୁଣି, ଏବେ ସେମାନେ ଟାଙ୍ଗିଆ ଓ ହାତୁଡ଼ି ଦ୍ୱାରା ଏକାବେଳେ ତହିଁର ଖୋଦିତ କର୍ମସବୁ ଭାଙ୍ଗି ପକାନ୍ତି।