Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 74

ଗୀତସଂହିତା 74:9-10

Help us?
Click on verse(s) to share them!
9ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି ଭବିଷ୍ୟଦ୍‍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।
10ହେ ପରମେଶ୍ୱର, ବିପକ୍ଷ କେତେ କାଳ ନିନ୍ଦା କରିବ ? ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ ?

Read ଗୀତସଂହିତା 74ଗୀତସଂହିତା 74
Compare ଗୀତସଂହିତା 74:9-10ଗୀତସଂହିତା 74:9-10