Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 75

ଗୀତସଂହିତା 75:2-6

Help us?
Click on verse(s) to share them!
2ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା।
3ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ। ସେଲା
4ଆମ୍ଭେ ଗର୍ବୀକୁ କହିଲୁ, “ଗର୍ବାଚରଣ କର ନାହିଁ,” ଆମ୍ଭେ ଦୁଷ୍ଟକୁ କହିଲୁ, “ଶୃଙ୍ଗ ଉଠାଅ ନାହିଁ;
5ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ୱକୁ ଉଠାଅ ନାହିଁ; ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ।”
6କାରଣ ପୂର୍ବ ଦିଗରୁ, କିମ୍ବା ପଶ୍ଚିମ ଦିଗରୁ, କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ।

Read ଗୀତସଂହିତା 75ଗୀତସଂହିତା 75
Compare ଗୀତସଂହିତା 75:2-6ଗୀତସଂହିତା 75:2-6