Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 75

ଗୀତସଂହିତା 75:7-10

Help us?
Click on verse(s) to share them!
7ମାତ୍ର ପରମେଶ୍ୱର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି।
8ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ।
9ମାତ୍ର ମୁଁ ସଦାକାଳ ପ୍ରଚାର କରିବି, ମୁଁ ଯାକୁବର ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।
10“ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା। ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ।”

Read ଗୀତସଂହିତା 75ଗୀତସଂହିତା 75
Compare ଗୀତସଂହିତା 75:7-10ଗୀତସଂହିତା 75:7-10