Text copied!
Bibles in Odia

ଗୀତସଂହିତା 76:2-8 in Odia

Help us?

ଗୀତସଂହିତା 76:2-8 in ଓଡିଆ ବାଇବେଲ

2 ମଧ୍ୟ ଶାଲେମ୍‍ରେ ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ।
3 ସେଠାରେ ସେ ଧନୁତୀରସବୁ, ଢାଲ, ଖଡ୍ଗ ଓ ଯୁଦ୍ଧ ଭଙ୍ଗ କଲେ। ସେଲା
4 ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ୱିତ।
5 ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ।
6 ହେ ଯାକୁବର ପରମେଶ୍ୱର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ୱ ମହାନିଦ୍ରିତ ହୋଇଅଛନ୍ତି।
7 ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ ?
8 ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ୱର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ
ଗୀତସଂହିତା 76 in ଓଡିଆ ବାଇବେଲ