Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 76

ଗୀତସଂହିତା 76:3-6

Help us?
Click on verse(s) to share them!
3ସେଠାରେ ସେ ଧନୁତୀରସବୁ, ଢାଲ, ଖଡ୍ଗ ଓ ଯୁଦ୍ଧ ଭଙ୍ଗ କଲେ। ସେଲା
4ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ୱିତ।
5ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ।
6ହେ ଯାକୁବର ପରମେଶ୍ୱର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ୱ ମହାନିଦ୍ରିତ ହୋଇଅଛନ୍ତି।

Read ଗୀତସଂହିତା 76ଗୀତସଂହିତା 76
Compare ଗୀତସଂହିତା 76:3-6ଗୀତସଂହିତା 76:3-6