Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 76

ଗୀତସଂହିତା 76:6-10

Help us?
Click on verse(s) to share them!
6ହେ ଯାକୁବର ପରମେଶ୍ୱର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ୱ ମହାନିଦ୍ରିତ ହୋଇଅଛନ୍ତି।
7ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ ?
8ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ୱର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ
9ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ ନୀରବ ହେଲା। ସେଲା
10ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।

Read ଗୀତସଂହିତା 76ଗୀତସଂହିତା 76
Compare ଗୀତସଂହିତା 76:6-10ଗୀତସଂହିତା 76:6-10