Text copied!
Bibles in Odia

ଗୀତସଂହିତା 76:6-10 in Odia

Help us?

ଗୀତସଂହିତା 76:6-10 in ଓଡିଆ ବାଇବେଲ

6 ହେ ଯାକୁବର ପରମେଶ୍ୱର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ୱ ମହାନିଦ୍ରିତ ହୋଇଅଛନ୍ତି।
7 ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ ?
8 ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ୱର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ
9 ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ ନୀରବ ହେଲା। ସେଲା
10 ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।
ଗୀତସଂହିତା 76 in ଓଡିଆ ବାଇବେଲ