Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 77

ଗୀତସଂହିତା 77:12-14

Help us?
Click on verse(s) to share them!
12ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି।
13ହେ ପରମେଶ୍ୱର, ତୁମ୍ଭର ପଥ ପବିତ୍ର ଅଟେ; ପରମେଶ୍ୱରଙ୍କ ତୁଲ୍ୟ ମହାନ ପରମେଶ୍ୱର କିଏ ?
14ତୁମ୍ଭେ ଆଶ୍ଚର୍ଯ୍ୟ-କର୍ମକର୍ତ୍ତା ପରମେଶ୍ୱର; ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।

Read ଗୀତସଂହିତା 77ଗୀତସଂହିତା 77
Compare ଗୀତସଂହିତା 77:12-14ଗୀତସଂହିତା 77:12-14