Text copied!
Bibles in Odia

ଗୀତସଂହିତା 77:13-15 in Odia

Help us?

ଗୀତସଂହିତା 77:13-15 in ଓଡିଆ ବାଇବେଲ

13 ହେ ପରମେଶ୍ୱର, ତୁମ୍ଭର ପଥ ପବିତ୍ର ଅଟେ; ପରମେଶ୍ୱରଙ୍କ ତୁଲ୍ୟ ମହାନ ପରମେଶ୍ୱର କିଏ ?
14 ତୁମ୍ଭେ ଆଶ୍ଚର୍ଯ୍ୟ-କର୍ମକର୍ତ୍ତା ପରମେଶ୍ୱର; ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
15 ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ।
ଗୀତସଂହିତା 77 in ଓଡିଆ ବାଇବେଲ