Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 77

ଗୀତସଂହିତା 77:16-20

Help us?
Click on verse(s) to share them!
16ହେ ପରମେଶ୍ୱର, ସମୁଦ୍ର ତୁମ୍ଭଙ୍କୁ ଦେଖିଲା, ସମୁଦ୍ର ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା।
17ମେଘମାଳ ଜଳବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା।
18ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା।
19ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି, ତୁମ୍ଭର ପଦଚିହ୍ନ ଜଣା ନୋହିଲା।
20ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।

Read ଗୀତସଂହିତା 77ଗୀତସଂହିତା 77
Compare ଗୀତସଂହିତା 77:16-20ଗୀତସଂହିତା 77:16-20