Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 77

ଗୀତସଂହିତା 77:3-4

Help us?
Click on verse(s) to share them!
3ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। ସେଲା
4ତୁମ୍ଭେ ମୋ’ ଚକ୍ଷୁକୁ ଉଜାଗର କରି ରଖୁଅଛ; ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ।

Read ଗୀତସଂହିତା 77ଗୀତସଂହିତା 77
Compare ଗୀତସଂହିତା 77:3-4ଗୀତସଂହିତା 77:3-4