Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 77

ଗୀତସଂହିତା 77:4-6

Help us?
Click on verse(s) to share them!
4ତୁମ୍ଭେ ମୋ’ ଚକ୍ଷୁକୁ ଉଜାଗର କରି ରଖୁଅଛ; ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ।
5ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି।
6ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।

Read ଗୀତସଂହିତା 77ଗୀତସଂହିତା 77
Compare ଗୀତସଂହିତା 77:4-6ଗୀତସଂହିତା 77:4-6