Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 78

ଗୀତସଂହିତା 78:1-3

Help us?
Click on verse(s) to share them!
1ଆସଫର ମସ୍କୀଲ୍‍। ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; ମୋ’ ମୁଖର ବାକ୍ୟରେ କର୍ଣ୍ଣପାତ କର।
2ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି;
3ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।

Read ଗୀତସଂହିତା 78ଗୀତସଂହିତା 78
Compare ଗୀତସଂହିତା 78:1-3ଗୀତସଂହିତା 78:1-3