Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 78

ଗୀତସଂହିତା 78:11-13

Help us?
Click on verse(s) to share them!
11ସେମାନେ ତାହାଙ୍କ କାର୍ଯ୍ୟସକଳ, ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲି ଗଲେ।
12ସେ ସେମାନଙ୍କ ପିତୃଗଣ ସାକ୍ଷାତରେ ମିସର ଦେଶରେ, ସୋୟନ-ପଦାରେ ନାନା ଆଶ୍ଚର୍ଯ୍ୟ କର୍ମ କଲେ।
13ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ।

Read ଗୀତସଂହିତା 78ଗୀତସଂହିତା 78
Compare ଗୀତସଂହିତା 78:11-13ଗୀତସଂହିତା 78:11-13