Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 78

ଗୀତସଂହିତା 78:14-15

Help us?
Click on verse(s) to share them!
14ଦିବସରେ ସେ ମେଘ ଦ୍ୱାରା ଓ ରାତ୍ରିରେ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇ ନେଲେ।
15ପ୍ରାନ୍ତରରେ ସେ ଶୈଳମାନଙ୍କୁ ବିଦୀର୍ଣ୍ଣ କଲେ, ପୁଣି, ଯେପରି ଅଗାଧସ୍ଥଳରୁ, ସେପରି ସେମାନଙ୍କୁ ପ୍ରଚୁର ଜଳ ପାନ କରାଇଲେ।

Read ଗୀତସଂହିତା 78ଗୀତସଂହିତା 78
Compare ଗୀତସଂହିତା 78:14-15ଗୀତସଂହିତା 78:14-15