Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 78

ଗୀତସଂହିତା 78:15-18

Help us?
Click on verse(s) to share them!
15ପ୍ରାନ୍ତରରେ ସେ ଶୈଳମାନଙ୍କୁ ବିଦୀର୍ଣ୍ଣ କଲେ, ପୁଣି, ଯେପରି ଅଗାଧସ୍ଥଳରୁ, ସେପରି ସେମାନଙ୍କୁ ପ୍ରଚୁର ଜଳ ପାନ କରାଇଲେ।
16ସେ ଶୈଳରୁ ସ୍ରୋତ ବାହାର କଲେ ଓ ନଦୀ ତୁଲ୍ୟ ଜଳ ବହାଇଲେ।
17ତଥାପି ସେମାନେ ତାହାଙ୍କ ବିରୁଦ୍ଧରେ ପାପ କରିବାକୁ ଓ ମରୁଭୂମିରେ ସର୍ବୋପରିସ୍ଥଙ୍କ ପ୍ରତିକୂଳରେ ବିଦ୍ରୋହାଚରଣ କରିବାକୁ ନିରସ୍ତ ନୋହିଲେ।
18ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ।

Read ଗୀତସଂହିତା 78ଗୀତସଂହିତା 78
Compare ଗୀତସଂହିତା 78:15-18ଗୀତସଂହିତା 78:15-18