Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 78

ଗୀତସଂହିତା 78:20-23

Help us?
Click on verse(s) to share them!
20ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା ଓ ସ୍ରୋତ ପ୍ରବାହିତ ହେଲା; ସେ କି ଅନ୍ନ ମଧ୍ୟ ଦେଇ ପାରନ୍ତି ? ସେ କି ଆପଣା ଲୋକମାନଙ୍କ ନିମନ୍ତେ ମାଂସ ଯୋଗାଇବେ ?”
21ଏହେତୁ ସଦାପ୍ରଭୁ ଶୁଣି କୋପାନ୍ୱିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ୱଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ମଧ୍ୟ କ୍ରୋଧ ଉଠିଲା;
22କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ।
23ତଥାପି ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ ଓ ଆକାଶର ଦ୍ୱାର ମୁକ୍ତ କଲେ।

Read ଗୀତସଂହିତା 78ଗୀତସଂହିତା 78
Compare ଗୀତସଂହିତା 78:20-23ଗୀତସଂହିତା 78:20-23