Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 78

ଗୀତସଂହିତା 78:21-22

Help us?
Click on verse(s) to share them!
21ଏହେତୁ ସଦାପ୍ରଭୁ ଶୁଣି କୋପାନ୍ୱିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ୱଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ମଧ୍ୟ କ୍ରୋଧ ଉଠିଲା;
22କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ।

Read ଗୀତସଂହିତା 78ଗୀତସଂହିତା 78
Compare ଗୀତସଂହିତା 78:21-22ଗୀତସଂହିତା 78:21-22