Text copied!
Bibles in Odia

ଗୀତସଂହିତା 78:26-29 in Odia

Help us?

ଗୀତସଂହିତା 78:26-29 in ଓଡିଆ ବାଇବେଲ

26 ସେ ଆକାଶରେ ପୂର୍ବୀୟ ବାୟୁ ବହାଇଲେ ଓ ନିଜ ପରାକ୍ରମ ଦ୍ୱାରା ଦକ୍ଷିଣ ବାୟୁ ଚଳାଇଲେ।
27 ମଧ୍ୟ ସେ ଧୂଳି ପରି ସେମାନଙ୍କ ଉପରେ ମାଂସ ବର୍ଷାଇଲେ, ପୁଣି, ସମୁଦ୍ରର ବାଲି ପରି ପକ୍ଷୀମାନଙ୍କୁ ବର୍ଷାଇଲେ;
28 ସେ ସେମାନଙ୍କ ଛାଉଣି ମଧ୍ୟରେ, ସେମାନଙ୍କ ଆବାସର ଚତୁର୍ଦ୍ଦିଗରେ ତାହା ବର୍ଷାଇଲେ।
29 ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ ଓ ସେ ସେମାନଙ୍କ ଅଭିଳାଷିତ ବିଷୟ ସେମାନଙ୍କୁ ପ୍ରଦାନ କଲେ।
ଗୀତସଂହିତା 78 in ଓଡିଆ ବାଇବେଲ