Text copied!
Bibles in Odia

ଗୀତସଂହିତା 78:28-31 in Odia

Help us?

ଗୀତସଂହିତା 78:28-31 in ଓଡିଆ ବାଇବେଲ

28 ସେ ସେମାନଙ୍କ ଛାଉଣି ମଧ୍ୟରେ, ସେମାନଙ୍କ ଆବାସର ଚତୁର୍ଦ୍ଦିଗରେ ତାହା ବର୍ଷାଇଲେ।
29 ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ ଓ ସେ ସେମାନଙ୍କ ଅଭିଳାଷିତ ବିଷୟ ସେମାନଙ୍କୁ ପ୍ରଦାନ କଲେ।
30 ଅଭିଳାଷିତ ବିଷୟରୁ ସେମାନଙ୍କ ସ୍ନେହ ଭଙ୍ଗ ନୋହୁଣୁ, ଖାଦ୍ୟ ସେମାନଙ୍କ ମୁଖରେ ଥାଉ ଥାଉ
31 ପରମେଶ୍ୱରଙ୍କ କ୍ରୋଧ ସେମାନଙ୍କ ପ୍ରତିକୂଳରେ ଉଠିଲା ଓ ସେମାନଙ୍କ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରୁ ବଧ କଲା, ପୁଣି, ଇସ୍ରାଏଲର ଯୁବାଗଣକୁ ସଂହାର କଲା।
ଗୀତସଂହିତା 78 in ଓଡିଆ ବାଇବେଲ