Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 78

ଗୀତସଂହିତା 78:34-37

Help us?
Click on verse(s) to share them!
34ସେ ସେମାନଙ୍କୁ ବଧ କଲା ବେଳେ, ସେମାନେ ତାହାଙ୍କୁ ଖୋଜିଲେ; ଆଉ, ଫେରି ଶୀଘ୍ର ପରମେଶ୍ୱରଙ୍କ ଅନ୍ୱେଷଣ କଲେ।
35ପରମେଶ୍ୱର ଯେ ସେମାନଙ୍କର ଶୈଳ ଓ ସର୍ବୋପରିସ୍ଥ ପରମେଶ୍ୱର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ।
36ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ୱାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ।
37କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ।

Read ଗୀତସଂହିତା 78ଗୀତସଂହିତା 78
Compare ଗୀତସଂହିତା 78:34-37ଗୀତସଂହିତା 78:34-37