Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 78

ଗୀତସଂହିତା 78:35-38

Help us?
Click on verse(s) to share them!
35ପରମେଶ୍ୱର ଯେ ସେମାନଙ୍କର ଶୈଳ ଓ ସର୍ବୋପରିସ୍ଥ ପରମେଶ୍ୱର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ।
36ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ୱାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ।
37କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ।
38ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ।

Read ଗୀତସଂହିତା 78ଗୀତସଂହିତା 78
Compare ଗୀତସଂହିତା 78:35-38ଗୀତସଂହିତା 78:35-38