Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 78

ଗୀତସଂହିତା 78:38-41

Help us?
Click on verse(s) to share them!
38ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ।
39ଆଉ, ସେମାନେ ଯେ ମାଂସମାତ୍ର ଓ ବହିଯାଇ ଫେରି ନ ଆସିବା ବାୟୁ ସ୍ୱରୂପ, ଏହା ସେ ସ୍ମରଣ କଲେ।
40ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ।
41ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ବିରକ୍ତ କଲେ।

Read ଗୀତସଂହିତା 78ଗୀତସଂହିତା 78
Compare ଗୀତସଂହିତା 78:38-41ଗୀତସଂହିତା 78:38-41