Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 78

ଗୀତସଂହିତା 78:40-41

Help us?
Click on verse(s) to share them!
40ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ।
41ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ବିରକ୍ତ କଲେ।

Read ଗୀତସଂହିତା 78ଗୀତସଂହିତା 78
Compare ଗୀତସଂହିତା 78:40-41ଗୀତସଂହିତା 78:40-41