Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 78

ଗୀତସଂହିତା 78:44-46

Help us?
Click on verse(s) to share them!
44ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ।
45ସେ ସେମାନଙ୍କ ମଧ୍ୟକୁ ଦଂଶକ ଝିଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ।
46ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ।

Read ଗୀତସଂହିତା 78ଗୀତସଂହିତା 78
Compare ଗୀତସଂହିତା 78:44-46ଗୀତସଂହିତା 78:44-46