Text copied!
Bibles in Odia

ଗୀତସଂହିତା 78:44-46 in Odia

Help us?

ଗୀତସଂହିତା 78:44-46 in ଓଡିଆ ବାଇବେଲ

44 ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ।
45 ସେ ସେମାନଙ୍କ ମଧ୍ୟକୁ ଦଂଶକ ଝିଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ।
46 ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ।
ଗୀତସଂହିତା 78 in ଓଡିଆ ବାଇବେଲ