Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 78

ଗୀତସଂହିତା 78:47-50

Help us?
Click on verse(s) to share them!
47ସେ ଶିଳା ଦ୍ୱାରା ସେମାନଙ୍କ ଦ୍ରାକ୍ଷାଲତା ଓ ହିମ ଦ୍ୱାରା ସେମାନଙ୍କ ଡିମ୍ବିରି ବୃକ୍ଷ ନଷ୍ଟ କଲେ।
48ଆହୁରି, ସେ ସେମାନଙ୍କ ପଶୁଗଣକୁ ଶିଳାରେ ଓ ସେମାନଙ୍କ ପଲସବୁକୁ ପ୍ରଜ୍ୱଳିତ ବଜ୍ରାଘାତରେ ସମର୍ପଣ କଲେ।
49ସେ ଆପଣା କ୍ରୋଧର ପ୍ରଚଣ୍ଡତା, କୋପ ଓ ରୋଷ ଓ ସଙ୍କଟରୂପ ଅନିଷ୍ଟର ଦୂତଦଳ ସେମାନଙ୍କ ବିରୁଦ୍ଧରେ ପଠାଇଲେ।
50ସେ ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ, ସେ ମୃତ୍ୟୁୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ, ମାତ୍ର ମହାମାରୀରେ ସେମାନଙ୍କ ଜୀବନ ସମର୍ପଣ କଲେ;

Read ଗୀତସଂହିତା 78ଗୀତସଂହିତା 78
Compare ଗୀତସଂହିତା 78:47-50ଗୀତସଂହିତା 78:47-50