Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 78

ଗୀତସଂହିତା 78:52-54

Help us?
Click on verse(s) to share them!
52ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ ଚଳାଇଲେ ଓ ପ୍ରାନ୍ତରରେ ସେମାନଙ୍କୁ ପଲ ପରି କଢ଼ାଇ ନେଲେ।
53ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ, ତେଣୁ ସେମାନେ ଉଦ୍‍ବିଗ୍ନ ନୋହିଲେ, ମାତ୍ର ସମୁଦ୍ର ସେମାନଙ୍କ ଶତ୍ରୁଗଣକୁ ମଗ୍ନ କଲା।
54ଆଉ, ସେ ସେମାନଙ୍କୁ ଆପଣା ପବିତ୍ର ସୀମାକୁ ଓ ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଲବ୍ଧ ଏହି ପର୍ବତକୁ ଆଣିଲେ।

Read ଗୀତସଂହିତା 78ଗୀତସଂହିତା 78
Compare ଗୀତସଂହିତା 78:52-54ଗୀତସଂହିତା 78:52-54