Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 78

ଗୀତସଂହିତା 78:57-59

Help us?
Click on verse(s) to share them!
57ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ୱାସଘାତକତା କଲେ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ।
58କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ୱାରା ତାହାଙ୍କୁ ବିରକ୍ତ କଲେ। ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ୱାରା ତାହାଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇଲେ।
59ପରମେଶ୍ୱର ଏହା ଶୁଣି କୋପାନ୍ୱିତ ହେଲେ ଓ ଇସ୍ରାଏଲକୁ ଅତିଶୟ ଘୃଣା କଲେ;

Read ଗୀତସଂହିତା 78ଗୀତସଂହିତା 78
Compare ଗୀତସଂହିତା 78:57-59ଗୀତସଂହିତା 78:57-59