Text copied!
Bibles in Odia

ଗୀତସଂହିତା 78:66-70 in Odia

Help us?

ଗୀତସଂହିତା 78:66-70 in ଓଡିଆ ବାଇବେଲ

66 ଆଉ, ସେ ଆପଣା ବିପକ୍ଷଗଣକୁ ପ୍ରହାର କରି ହଟାଇ ଦେଲେ; ସେ ସେମାନଙ୍କୁ ଚିରକାଳ ନିନ୍ଦାପାତ୍ର କଲେ।
67 ଆହୁରି, ସେ ଯୋଷେଫର ବଂଶକୁ ଅଗ୍ରାହ୍ୟ କଲେ ଓ ଇଫ୍ରୟିମ ଗୋଷ୍ଠୀକୁ ମନୋନୀତ କଲେ ନାହିଁ।
68 ମାତ୍ର ଯିହୁଦା ଗୋଷ୍ଠୀକୁ, ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।
69 ଆଉ, ସେ ଉଚ୍ଚ ଗଗନ ତୁଲ୍ୟ ଓ ଅନନ୍ତକାଳ ନିମନ୍ତେ ଆପଣା ସ୍ଥାପିତ ପୃଥିବୀ ତୁଲ୍ୟ ଆପଣା ଧର୍ମଧାମ ନିର୍ମାଣ କଲେ।
70 ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ।
ଗୀତସଂହିତା 78 in ଓଡିଆ ବାଇବେଲ