Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 78

ଗୀତସଂହିତା 78:68-72

Help us?
Click on verse(s) to share them!
68ମାତ୍ର ଯିହୁଦା ଗୋଷ୍ଠୀକୁ, ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।
69ଆଉ, ସେ ଉଚ୍ଚ ଗଗନ ତୁଲ୍ୟ ଓ ଅନନ୍ତକାଳ ନିମନ୍ତେ ଆପଣା ସ୍ଥାପିତ ପୃଥିବୀ ତୁଲ୍ୟ ଆପଣା ଧର୍ମଧାମ ନିର୍ମାଣ କଲେ।
70ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ।
71ସେ ଆପଣା ଲୋକ ଯାକୁବକୁ ଓ ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁ ତାଙ୍କୁ ଆଣିଲେ।
72ତହିଁରେ ସେ ଆପଣା ଅନ୍ତଃକରଣର ସରଳତାନୁସାରେ ସେମାନଙ୍କୁ ପ୍ରତିପାଳନ କଲେ ଓ ଆପଣା ହସ୍ତର ନିପୁଣତାରେ ସେମାନଙ୍କୁ ଚଳାଇଲେ।

Read ଗୀତସଂହିତା 78ଗୀତସଂହିତା 78
Compare ଗୀତସଂହିତା 78:68-72ଗୀତସଂହିତା 78:68-72