Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 79

ଗୀତସଂହିତା 79:1-2

Help us?
Click on verse(s) to share them!
1ଆସଫର ଗୀତ। ହେ ପରମେଶ୍ୱର, ଅନ୍ୟ ଦେଶୀୟମାନେ ତୁମ୍ଭ ଅଧିକାରରେ ପ୍ରବେଶ କରିଅଛନ୍ତି; ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଅଛନ୍ତି; ସେମାନେ ଯିରୂଶାଲମକୁ କାନ୍ଥଡ଼ାର ଢିପି କରିଅଛନ୍ତି।
2ସେମାନେ ତୁମ୍ଭ ଦାସଗଣର ଶବ ଭକ୍ଷ୍ୟ ନିମନ୍ତେ ଖେଚର ପକ୍ଷୀଗଣକୁ ଦେଇଅଛନ୍ତି, ତୁମ୍ଭ ସଦ୍‍ଭକ୍ତମାନଙ୍କ ମାଂସ ଭୂଚର ପଶୁଗଣକୁ ଦେଇଅଛନ୍ତି।

Read ଗୀତସଂହିତା 79ଗୀତସଂହିତା 79
Compare ଗୀତସଂହିତା 79:1-2ଗୀତସଂହିତା 79:1-2