Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 79

ଗୀତସଂହିତା 79:2-4

Help us?
Click on verse(s) to share them!
2ସେମାନେ ତୁମ୍ଭ ଦାସଗଣର ଶବ ଭକ୍ଷ୍ୟ ନିମନ୍ତେ ଖେଚର ପକ୍ଷୀଗଣକୁ ଦେଇଅଛନ୍ତି, ତୁମ୍ଭ ସଦ୍‍ଭକ୍ତମାନଙ୍କ ମାଂସ ଭୂଚର ପଶୁଗଣକୁ ଦେଇଅଛନ୍ତି।
3ସେମାନଙ୍କର ରକ୍ତ ଯିରୂଶାଲମର ଚତୁର୍ଦ୍ଦିଗରେ ସେମାନେ ଜଳ ପରି ଢାଳିଅଛନ୍ତି ଓ ସେମାନଙ୍କୁ କବର ଦେବା ପାଇଁ କେହି ନ ଥିଲା।
4ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ।

Read ଗୀତସଂହିତା 79ଗୀତସଂହିତା 79
Compare ଗୀତସଂହିତା 79:2-4ଗୀତସଂହିତା 79:2-4