Text copied!
Bibles in Odia

ଗୀତସଂହିତା 79:4-7 in Odia

Help us?

ଗୀତସଂହିତା 79:4-7 in ଓଡିଆ ବାଇବେଲ

4 ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ।
5 ହେ ସଦାପ୍ରଭୁ, କେତେ କାଳ ? ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ ? ତୁମ୍ଭର ଅନ୍ତର୍ଜ୍ୱାଳା କି ଅଗ୍ନି ପରି ଜ୍ୱଳିବ ?
6 ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ।
7 କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ତାହାର ବାସସ୍ଥାନ ଉଜାଡ଼ କରିଅଛନ୍ତି।
ଗୀତସଂହିତା 79 in ଓଡିଆ ବାଇବେଲ