Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 79

ଗୀତସଂହିତା 79:6-8

Help us?
Click on verse(s) to share them!
6ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ।
7କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ତାହାର ବାସସ୍ଥାନ ଉଜାଡ଼ କରିଅଛନ୍ତି।
8ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧ ଆମ୍ଭମାନଙ୍କ ପ୍ରତିକୂଳରେ ସ୍ମରଣ କର ନାହିଁ; ତୁମ୍ଭର କରୁଣା ଶୀଘ୍ର ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେଉ। କାରଣ ଆମ୍ଭେମାନେ ଅତି କ୍ଷୀଣ ହୋଇଅଛୁ।

Read ଗୀତସଂହିତା 79ଗୀତସଂହିତା 79
Compare ଗୀତସଂହିତା 79:6-8ଗୀତସଂହିତା 79:6-8