Text copied!
Bibles in Odia

ଗୀତସଂହିତା 79:6-8 in Odia

Help us?

ଗୀତସଂହିତା 79:6-8 in ଓଡିଆ ବାଇବେଲ

6 ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ।
7 କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ତାହାର ବାସସ୍ଥାନ ଉଜାଡ଼ କରିଅଛନ୍ତି।
8 ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧ ଆମ୍ଭମାନଙ୍କ ପ୍ରତିକୂଳରେ ସ୍ମରଣ କର ନାହିଁ; ତୁମ୍ଭର କରୁଣା ଶୀଘ୍ର ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେଉ। କାରଣ ଆମ୍ଭେମାନେ ଅତି କ୍ଷୀଣ ହୋଇଅଛୁ।
ଗୀତସଂହିତା 79 in ଓଡିଆ ବାଇବେଲ