Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 79

ଗୀତସଂହିତା 79:7-9

Help us?
Click on verse(s) to share them!
7କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ତାହାର ବାସସ୍ଥାନ ଉଜାଡ଼ କରିଅଛନ୍ତି।
8ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧ ଆମ୍ଭମାନଙ୍କ ପ୍ରତିକୂଳରେ ସ୍ମରଣ କର ନାହିଁ; ତୁମ୍ଭର କରୁଣା ଶୀଘ୍ର ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେଉ। କାରଣ ଆମ୍ଭେମାନେ ଅତି କ୍ଷୀଣ ହୋଇଅଛୁ।
9ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର।

Read ଗୀତସଂହିତା 79ଗୀତସଂହିତା 79
Compare ଗୀତସଂହିତା 79:7-9ଗୀତସଂହିତା 79:7-9