Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 7

ଗୀତସଂହିତା 7:13-15

Help us?
Click on verse(s) to share them!
13ସେ ମଧ୍ୟ ତାହା ପାଇଁ ମୃତ୍ୟୁୁର ଅସ୍ତ୍ରଶସ୍ତ୍ର ପ୍ରସ୍ତୁତ କରିଅଛନ୍ତି; ସେ ଆପଣା ତୀରସବୁ ଅଗ୍ନିର ତୀର କରିଅଛନ୍ତି।
14ଦେଖ, ସେ ଅଧର୍ମରୂପ ପ୍ରସବ-ବେଦନାରେ ଆକ୍ରାନ୍ତ ହେଉଅଛି; ହଁ, ସେ ଅନିଷ୍ଟ ଗର୍ଭରେ ଧାରଣ କରି ମିଥ୍ୟା ପ୍ରସବ କଲା।
15ସେ କୂପ ଖୋଳି ଗଭୀର କରିଅଛି, ପୁଣି, ସେ ଆପଣା ଚୋରାଗର୍ତ୍ତରେ ପଡ଼ିଅଛି।

Read ଗୀତସଂହିତା 7ଗୀତସଂହିତା 7
Compare ଗୀତସଂହିତା 7:13-15ଗୀତସଂହିତା 7:13-15