Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 7

ଗୀତସଂହିତା 7:2-5

Help us?
Click on verse(s) to share them!
2ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି ଖଣ୍ଡ ଖଣ୍ଡ କରିବ, ଉଦ୍ଧାର କରିବାକୁ କେହି ନ ଥିବ।
3ହେ ସଦାପ୍ରଭୁ ମୋହର ପରମେଶ୍ୱର, ଯଦି ମୁଁ ଏହା କରିଥାଏ, ଯଦି ମୋ’ ହସ୍ତରେ ଅଧର୍ମ ଥାଏ;
4ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି;)
5ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ; ଆହୁରି, ସେ ମୋ’ ଜୀବନକୁ ଭୂମିରେ ଦଳି ପକାଉ, ପୁଣି, ମୋ’ ଗୌରବକୁ ଧୂଳିସାତ୍‍ କରୁ। ସେଲା

Read ଗୀତସଂହିତା 7ଗୀତସଂହିତା 7
Compare ଗୀତସଂହିତା 7:2-5ଗୀତସଂହିତା 7:2-5