Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 7

ଗୀତସଂହିତା 7:3-6

Help us?
Click on verse(s) to share them!
3ହେ ସଦାପ୍ରଭୁ ମୋହର ପରମେଶ୍ୱର, ଯଦି ମୁଁ ଏହା କରିଥାଏ, ଯଦି ମୋ’ ହସ୍ତରେ ଅଧର୍ମ ଥାଏ;
4ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି;)
5ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ; ଆହୁରି, ସେ ମୋ’ ଜୀବନକୁ ଭୂମିରେ ଦଳି ପକାଉ, ପୁଣି, ମୋ’ ଗୌରବକୁ ଧୂଳିସାତ୍‍ କରୁ। ସେଲା
6ହେ ସଦାପ୍ରଭୁ, ଆପଣା କ୍ରୋଧରେ ଉଠ, ମୋ’ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋ’ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟ ବିଚାର କର।

Read ଗୀତସଂହିତା 7ଗୀତସଂହିତା 7
Compare ଗୀତସଂହିତା 7:3-6ଗୀତସଂହିତା 7:3-6