Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 80

ଗୀତସଂହିତା 80:11-13

Help us?
Click on verse(s) to share them!
11ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
12କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ଡାଇ ପକାଉ ଅଛନ୍ତି ?
13ବନରୁ ବରାହ ଆସି ତାହା ଉଜାଡ଼ି ପକାଏ ଓ ବିଲର ପଶୁଗଣ ତାହା ଖାଇଯା’ନ୍ତି।

Read ଗୀତସଂହିତା 80ଗୀତସଂହିତା 80
Compare ଗୀତସଂହିତା 80:11-13ଗୀତସଂହିତା 80:11-13