Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 80

ଗୀତସଂହିତା 80:14-16

Help us?
Click on verse(s) to share them!
14ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ୱର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର
15ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ।
16ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି।

Read ଗୀତସଂହିତା 80ଗୀତସଂହିତା 80
Compare ଗୀତସଂହିତା 80:14-16ଗୀତସଂହିତା 80:14-16