Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 80

ଗୀତସଂହିତା 80:16-18

Help us?
Click on verse(s) to share them!
16ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି।
17ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ, ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ।
18ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରି ଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା।

Read ଗୀତସଂହିତା 80ଗୀତସଂହିତା 80
Compare ଗୀତସଂହିତା 80:16-18ଗୀତସଂହିତା 80:16-18