Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 81

ଗୀତସଂହିତା 81:3-6

Help us?
Click on verse(s) to share them!
3ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ।
4କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ ଯାକୁବର ପରମେଶ୍ୱରଙ୍କ ବିଧାନ ଅଟେ।
5ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ।
6ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା।

Read ଗୀତସଂହିତା 81ଗୀତସଂହିତା 81
Compare ଗୀତସଂହିତା 81:3-6ଗୀତସଂହିତା 81:3-6