Text copied!
Bibles in Odia

ଗୀତସଂହିତା 81:5-7 in Odia

Help us?

ଗୀତସଂହିତା 81:5-7 in ଓଡିଆ ବାଇବେଲ

5 ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ।
6 ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା।
7 ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। ସେଲା
ଗୀତସଂହିତା 81 in ଓଡିଆ ବାଇବେଲ