Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 81

ଗୀତସଂହିତା 81:5-9

Help us?
Click on verse(s) to share them!
5ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ।
6ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା।
7ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। ସେଲା
8ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା; ହେ ଇସ୍ରାଏଲ, ଯଦି ତୁମ୍ଭେ ଆମ୍ଭ କଥା ଶୁଣନ୍ତ !
9ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ।

Read ଗୀତସଂହିତା 81ଗୀତସଂହିତା 81
Compare ଗୀତସଂହିତା 81:5-9ଗୀତସଂହିତା 81:5-9