Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 81

ଗୀତସଂହିତା 81:9-13

Help us?
Click on verse(s) to share them!
9ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ।
10ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା।
11ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ।
12ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ।
13ଆହା, ଯଦି ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେ ! ଯଦି ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା !

Read ଗୀତସଂହିତା 81ଗୀତସଂହିତା 81
Compare ଗୀତସଂହିତା 81:9-13ଗୀତସଂହିତା 81:9-13