Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 82

ଗୀତସଂହିତା 82:1-2

Help us?
Click on verse(s) to share them!
1ଆସଫର ଗୀତ। ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ବସଅଛିନ୍ତି; ସେ ଦେବତାମାନଙ୍କ ବିଚାର କରନ୍ତି।
2ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ ? ସେଲା

Read ଗୀତସଂହିତା 82ଗୀତସଂହିତା 82
Compare ଗୀତସଂହିତା 82:1-2ଗୀତସଂହିତା 82:1-2