Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 82

ଗୀତସଂହିତା 82:2-3

Help us?
Click on verse(s) to share them!
2ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ ? ସେଲା
3ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର।

Read ଗୀତସଂହିତା 82ଗୀତସଂହିତା 82
Compare ଗୀତସଂହିତା 82:2-3ଗୀତସଂହିତା 82:2-3